ଏବ୍ରୀ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)16 କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ତତ୍ତ୍ଵ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ତତ୍ତ୍ଵ ନିଅନ୍ତି। See the chapterଓଡିଆ ବାଇବେଲ16 କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି । See the chapterପବିତ୍ର ବାଇବଲ (CL) NT (BSI)16 ଏଥିରୁ ସ୍ପଷ୍ଟ ଜଣାଯାଏ ଯେ, ସେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରନ୍ତି ନାହିଁ, ବରଂ ଶାସ୍ତ୍ରାକ୍ତି ଅନୁସାରେ, “ସେ ଅବ୍ରାହାମଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରନ୍ତି।” See the chapterପବିତ୍ର ବାଇବଲ16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। See the chapter |