ଏବ୍ରୀ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ସେ ସମ୍ଵନ୍ଧରେ ଈଶ୍ଵର ମଧ୍ୟ ନିଜ ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି ବିବିଧ ଶକ୍ତିର କାର୍ଯ୍ୟଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ଵାରା ସାକ୍ଷ୍ୟ ଦେଇ ଅଛନ୍ତି। See the chapterଓଡିଆ ବାଇବେଲ4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି। See the chapterପବିତ୍ର ବାଇବଲ (CL) NT (BSI)4 ଆହୁରି ମଧ୍ୟ, ଈଶ୍ୱର ନାନା ଅଲୌକିକ କାର୍ଯ୍ୟ ଓ ଅପୂର୍ବ ଘଟଣା ଦ୍ୱରା ସେହି ସବୁ ବାର୍ତ୍ତା ସତ୍ୟ ବୋଲି ନିଦର୍ଶନ ଦେଇଛନ୍ତି ଏବଂ ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଦାନସମୂହ ବିତରଣ କରିଛନ୍ତି। See the chapterପବିତ୍ର ବାଇବଲ4 କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି। See the chapter |