ଏବ୍ରୀ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।” See the chapterପବିତ୍ର ବାଇବଲ (Re-edited) - (BSI)9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ। See the chapterଓଡିଆ ବାଇବେଲ9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ । See the chapterପବିତ୍ର ବାଇବଲ (CL) NT (BSI)9 ଈଶ୍ୱର କହନ୍ତି, ସେଠାରେ ସେମାନେ ମୋର ଶକ୍ତି ଓ ଧୈର୍ଯ୍ୟ ପରୀକ୍ଷା କଲେ, ଅଥଚ ଚାଲିଷ ବର୍ଷ ପର୍ଯ୍ୟନ୍ତ ମୁଁ ଯେଉଁସବୁ କାର୍ଯ୍ୟ କରିଥିଲି, ତାହା ସେମାନେ ଦେଖିଥିଲେ। See the chapterପବିତ୍ର ବାଇବଲ9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ। ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ। See the chapter |