ଯିଶାଇୟ 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି। See the chapterପବିତ୍ର ବାଇବଲ (Re-edited) - (BSI)2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି। See the chapterଓଡିଆ ବାଇବେଲ2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି। See the chapterପବିତ୍ର ବାଇବଲ2 ସେହି ଲୋକମାନେ ଅନ୍ଧକାରରେ ଚଲାବୁଲା କରୁଥିଲେ, ମାତ୍ର ସେମାନେ ଏକ ମହାନ ଆଲୋକ ଦେଖିଛନ୍ତି। ସେମାନେ ମୃତ୍ୟୁରୂପକ ଅନ୍ଧକାର ମଧ୍ୟରେ ବାସ କରୁଥିଲେ, ମାତ୍ର ସେହି “ଉଜ୍ଜ୍ୱଳ ଆଲୋକ’ ସେମାନଙ୍କୁ ଦୀପ୍ତିମୟ କରିଛି। See the chapter |