ଯାକୁବଙ୍କ ପତ୍ର 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। See the chapterଓଡିଆ ବାଇବେଲ1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ । See the chapterପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖୀଷ୍ଟଙ୍କ ବିଶ୍ୱାସୀ ରୂପେ ତୁମ୍ଭେମାନେ ଲୋକମାନଙ୍କର ବାହ୍ୟ ବେଶଭୂଷା ଦେଖି ପକ୍ଷପାତିତା କର ନାହିଁ। See the chapterପବିତ୍ର ବାଇବଲ1 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ। See the chapter |