ଯାକୁବଙ୍କ ପତ୍ର 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? See the chapterପବିତ୍ର ବାଇବଲ (Re-edited) - (BSI)16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛିହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? See the chapterଓଡିଆ ବାଇବେଲ16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ ? See the chapterପବିତ୍ର ବାଇବଲ16 ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ। See the chapter |