ଯାକୁବଙ୍କ ପତ୍ର 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ। See the chapterଓଡିଆ ବାଇବେଲ3 ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ । See the chapterପବିତ୍ର ବାଇବଲ (CL) NT (BSI)3 ପୁଣି, ମାଗିଲେ ମଧ୍ୟ ନ ପାଇବାର କାରଣ ହେଉଛି, ତୁମ ଅଭିପ୍ରାୟ ଅସତ୍। ତୁମ୍ଭେମାନେ ନିଜର ସୁଖଭୋଗ ପାଇଁ ମାଗିଥାଅ। See the chapterପବିତ୍ର ବାଇବଲ3 ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ। See the chapter |