ଯିରିମୀୟ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ । See the chapterଓଡିଆ ବାଇବେଲ5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ। See the chapterପବିତ୍ର ବାଇବଲ5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା ଓ କଥା କହନ୍ତି ନାହିଁ। ସେମାନଙ୍କୁ ବହନ କରିବାକୁ ହୁଏ କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ। ତେଣୁ ସେମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।” See the chapter |