ଯିରିମୀୟ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’” See the chapterପବିତ୍ର ବାଇବଲ (Re-edited) - (BSI)13 ତହିଁରେ ମୁଁ କହିଲି, ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ଼୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି। See the chapterଓଡିଆ ବାଇବେଲ13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।” See the chapterପବିତ୍ର ବାଇବଲ13 ମାତ୍ର ମୁଁ ସଦାପ୍ରଭୁଙ୍କୁ କହିଲି, “ହେ ମୋର ପ୍ରଭୁ ସଦାପ୍ରଭୁ, ଭବିଷ୍ୟଦ୍ବକ୍ତାଗଣ ସେମାନଙ୍କୁ ଭିନ୍ନ କଥା କହୁଛନ୍ତି। ସେମାନେ କହନ୍ତି, ‘ତୁମ୍ଭେମାନେ ଖଡ଼୍ଗ ଦେଖିବ ନାହିଁ କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ଦୃଢ଼ ଶାନ୍ତି ଦେବେ।’” See the chapter |