ଯିରିମୀୟ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀ-ମାନଙ୍କୁ ସାନ୍ତ୍ଵନା କରିବା ପାଇଁ ଲୋକେ ରୁଟୀ ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତାର ନିମନ୍ତେ ପାନ କରିବା ପାଇଁ ସାନ୍ତ୍ଵନାସୂଚକ ପାତ୍ର ଦେବେ ନାହିଁ। See the chapterଓଡିଆ ବାଇବେଲ7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।” See the chapterପବିତ୍ର ବାଇବଲ7 ମୃତ ବ୍ୟକ୍ତିଙ୍କ ଦୁଃଖରେ ଶୋକ କରୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେବାକୁ କେହି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ୟୁରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ୱନା ସୂଚକ ପାତ୍ର କେହି ଦେବେ ନାହିଁ। See the chapter |