ଯିରିମୀୟ 17:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। See the chapterପବିତ୍ର ବାଇବଲ (Re-edited) - (BSI)11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। See the chapterଓଡିଆ ବାଇବେଲ11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। See the chapterପବିତ୍ର ବାଇବଲ11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।” See the chapter |