ଯିରିମୀୟ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ। See the chapterଓଡିଆ ବାଇବେଲ7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। See the chapterପବିତ୍ର ବାଇବଲ7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ। See the chapter |