ଯିରିମୀୟ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। See the chapterପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ଵେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳା; କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। See the chapterଓଡିଆ ବାଇବେଲ24 ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। See the chapterପବିତ୍ର ବାଇବଲ24 ଆଉ ତୁମ୍ଭେ ପ୍ରାନ୍ତରରେ ବାସ କରୁଥିବା ବନ୍ୟ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାୟୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରି ପାରିବେ? ତାହାର ଅନ୍ୱେଷଣକାରୀମାନଙ୍କର ଆପଣାମାନଙ୍କ କ୍ଳାନ୍ତ କରିବାର ଦରକାର ନାହିଁ। ସେମାନେ ତାଙ୍କର ନିୟମିତ ମାସରେ ତାକୁ ସହଜରେ ପାଇପାରିବେ। See the chapter |