ଯିରିମୀୟ 2:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapterଓଡିଆ ବାଇବେଲ34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapterପବିତ୍ର ବାଇବଲ34 ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ। See the chapter |