ଯିରିମୀୟ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। See the chapterଓଡିଆ ବାଇବେଲ10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। See the chapterପବିତ୍ର ବାଇବଲ10 ତୁମ୍ଭେମାନେ ମୃତ ରାଜାଙ୍କ ସକାଶେ ରୋଦନ କର ନାହିଁ। କିଅବା ତାହା ପାଇଁ ବିଳାପ କର ନାହିଁ। ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ ଅତିଶୟ କ୍ରନ୍ଦନ କର। କାରଣ ସେ ଆଉ ଫେରିବ ନାହିଁ କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ। See the chapter |