ଯିରିମୀୟ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ। See the chapterଓଡିଆ ବାଇବେଲ7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’ See the chapterପବିତ୍ର ବାଇବଲ7 ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନିରେ ପକାଇବେ। See the chapter |