ଯିରିମୀୟ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବ; ଓ ବହୁସଂଖ୍ୟକ ହେବେ। See the chapterଓଡିଆ ବାଇବେଲ3 ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। See the chapterପବିତ୍ର ବାଇବଲ3 “ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କର ବାସ ସ୍ଥାନକୁ ଫେରାଇ ଆଣିବା। ସେତେବେଳେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। See the chapter |