ଯିରିମୀୟ 23:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’ See the chapterପବିତ୍ର ବାଇବଲ (Re-edited) - (BSI)33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ସଦାପ୍ରଭୁଙ୍କର ଭାରୋକ୍ତି କଅଣ? ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି। See the chapterଓଡିଆ ବାଇବେଲ33 ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’ See the chapterପବିତ୍ର ବାଇବଲ33 “ତା'ପରେ ଯେତେବେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ୟଦ୍ବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଗ୍ଭରନ୍ତି, ‘ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ’ଣ?’ ସେତେବେଳେ ତୁମ୍ଭେ ନିଶ୍ଚିତ ଭାବରେ ସେମାନଙ୍କୁ ଉତ୍ତର କରିବ, ‘ତୁମ୍ଭେମାନେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ୟାଗ କରିବି।’ ଏହା ସଦାପ୍ରଭୁ କହନ୍ତି। See the chapter |