ଯିରିମୀୟ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)5 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ଵ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ। See the chapterଓଡିଆ ବାଇବେଲ5 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ। See the chapterପବିତ୍ର ବାଇବଲ5 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଦାଉଦ ବଂଶରେ ଆମ୍ଭେ ଏକ ଧାର୍ମିକ ‘ଶାଖା’ ଉତ୍ପନ୍ନ କରିବା। ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳରେ ଦେଶରେ ସୁବିଗ୍ଭର ଓ ନ୍ୟାୟ ପ୍ରତିଷ୍ଠା କରିବେ। See the chapter |