ଯିରିମୀୟ 24:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। See the chapterଓଡିଆ ବାଇବେଲ6 କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ। See the chapterପବିତ୍ର ବାଇବଲ6 ଆମ୍ଭେ ସେମାନଙ୍କୁ ସୁରକ୍ଷା ଦେବା। ଆମ୍ଭେ ସେମାନଙ୍କୁ ଭଗ୍ନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା। ପୁଣି ଆମ୍ଭେ ସେମାନଙ୍କୁ ଉତ୍ପାଟନ କରିବା ନାହିଁ, ଆମ୍ଭେ ସେମାନଙ୍କୁ ରୋପଣ କରିବା। See the chapter |