ଯିରିମୀୟ 24:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା। See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ଯେପରି ସେହି ମନ୍ଦ ଡିମିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା। See the chapterଓଡିଆ ବାଇବେଲ8 ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା। See the chapterପବିତ୍ର ବାଇବଲ8 “ମାତ୍ର ଯିହୁଦାର ରାଜା ସିଦିକିୟ ସେହି ଅତି ମନ୍ଦ ଡିମ୍ବିରି ଫଳ ସଦୃଶ।” ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିଶ୍ଚୟ ସିଦିକିୟକୁ, ତାହାର ଅଧିପତିଗଣକୁ ଓ ଯିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିଶର ଦେଶରେ ବାସ କରନ୍ତି, ସେମାନଙ୍କୁ ଆମ୍ଭେ ତ୍ୟାଗ କରିବା। See the chapter |