ଯିରିମୀୟ 24:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। See the chapterପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। See the chapterଓଡିଆ ବାଇବେଲ9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। See the chapterପବିତ୍ର ବାଇବଲ9 ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ। See the chapter |