ଯିରିମୀୟ 25:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା; See the chapterପବିତ୍ର ବାଇବଲ (Re-edited) - (BSI)1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା; See the chapterଓଡିଆ ବାଇବେଲ1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା; See the chapterପବିତ୍ର ବାଇବଲ1 ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। See the chapter |