ଯିରିମୀୟ 25:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। See the chapterପବିତ୍ର ବାଇବଲ (Re-edited) - (BSI)3 ଆମୋନର ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। See the chapterଓଡିଆ ବାଇବେଲ3 “ଆମୋନ୍ର ପୁତ୍ର ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ ବର୍ଷଯାକ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି ଓ ମୁଁ ପ୍ରତ୍ୟୁଷରେ ଉଠି ତାହା ତୁମ୍ଭମାନଙ୍କୁ କହିଅଛି, ମାତ୍ର ତାହା ତୁମ୍ଭେମାନେ ଶୁଣି ନାହଁ। See the chapterପବିତ୍ର ବାଇବଲ3 “ଆମୋନର ପୁତ୍ର ଯିହୁଦାର ରାଜା ଯୋଶିୟର ଅଧିକାରର ତ୍ରୟୋଦଶ ବର୍ଷଠାରୁ ଆଜି ପର୍ଯ୍ୟନ୍ତ ଏହି ତେଇଶ୍ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହୋଇଅଛି। ଆଉ ମୁଁ ପ୍ରତ୍ୟୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭେମାନେ ତାହା ଶୁଣି ନାହଁ। See the chapter |