ଯିରିମୀୟ 26:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା। See the chapterପବିତ୍ର ବାଇବଲ (Re-edited) - (BSI)23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ଼୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର-ସ୍ଥାନରେ ତାହାର ଶବ ପକାଇ ଦେଲା। See the chapterଓଡିଆ ବାଇବେଲ23 ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇ ଦେଲା।” See the chapterପବିତ୍ର ବାଇବଲ23 ତହୁଁ ସେମାନେ ଉରିୟକୁ ମିଶରରୁ ଆଣି ଯିହୋୟାକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶରେ ଉରିୟକୁ ଖଡ଼୍ଗରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନରେ ତାହାର ଶବ ପକାଗଲା। See the chapter |