ଯିରିମୀୟ 26:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ। See the chapterଓଡିଆ ବାଇବେଲ9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। See the chapterପବିତ୍ର ବାଇବଲ9 ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ। See the chapter |