ଯିରିମୀୟ 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; See the chapterପବିତ୍ର ବାଇବଲ (Re-edited) - (BSI)9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; See the chapterଓଡିଆ ବାଇବେଲ9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ; See the chapterପବିତ୍ର ବାଇବଲ9 କିନ୍ତୁ ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋନ୍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।” See the chapter |