ଯିରିମୀୟ 28:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। See the chapterପବିତ୍ର ବାଇବଲ (Re-edited) - (BSI)3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। See the chapterଓଡିଆ ବାଇବେଲ3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। See the chapterପବିତ୍ର ବାଇବଲ3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ଦୁଇ ବର୍ଷ ପୂର୍ଣ୍ଣ ହେବା ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫେରାଇ ଆଣିବା। See the chapter |