ଯିରିମୀୟ 29:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ। See the chapterଓଡିଆ ବାଇବେଲ22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ। See the chapterପବିତ୍ର ବାଇବଲ22 ପୁଣି ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ଲୋକଙ୍କ ଅଭିଶାପ କଥା ଉଦାହରଣ ସ୍ୱରୂପ ପ୍ରଗ୍ଭରିତ ହେବ। ସେହି ଲୋକମାନେ କହିବେ, ‘ବାବିଲର ରାଜା ଯେପରି ସିଦିକିୟ ଓ ଆହାବଙ୍କୁ ଅଗ୍ନିରେ ଦଗ୍ଧ କରିଥିଲେ ସଦାପ୍ରଭୁ ସେମାନଙ୍କୁ ସେହିପରି କରନ୍ତୁ।’ See the chapter |