ଯିରିମୀୟ 29:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, See the chapterପବିତ୍ର ବାଇବଲ (Re-edited) - (BSI)25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, See the chapterଓଡିଆ ବାଇବେଲ25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, See the chapterପବିତ୍ର ବାଇବଲ25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ। See the chapter |