ଯିରିମୀୟ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ। See the chapterପବିତ୍ର ବାଇବଲ (Re-edited) - (BSI)18 ସେସମୟରେ ଯିହୁଦା-ବଂଶ ଇସ୍ରାଏଲ-ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ। See the chapterଓଡିଆ ବାଇବେଲ18 ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ। See the chapterପବିତ୍ର ବାଇବଲ18 ସେ ସମୟରେ ଯିହୁଦା ବଂଶ ଇସ୍ରାଏଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।” See the chapter |