Online Bible

- Advertisements -




ଯିରିମୀୟ 31:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ଵାମୀ ହେଲେ ହେଁ ସେମାନେଣଆମ୍ଭର ସେହି ନିୟମ ଲଙ୍ଘନ କଲେ।

See the chapter Copy

ଓଡିଆ ବାଇବେଲ

32 ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”

See the chapter Copy

ପବିତ୍ର ବାଇବଲ

32 ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”

See the chapter Copy




ଯିରିମୀୟ 31:32

Follow us:

Advertisements


Advertisements