ଯିରିମୀୟ 31:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ।’” See the chapterପବିତ୍ର ବାଇବଲ (Re-edited) - (BSI)6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛାମୁକୁ ଯାଉ, ଏପରି ଦିନ ଆସିବ। See the chapterଓଡିଆ ବାଇବେଲ6 କାରଣ ଯେଉଁ ଦିନରେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ଉଠ, ଆମ୍ଭେମାନେ ସିୟୋନକୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛାମୁକୁ ଯାଉ,ଏପରି ଦିନ ଆସିବ।” See the chapterପବିତ୍ର ବାଇବଲ6 ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।” See the chapter |