ଯିରିମୀୟ 32:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। See the chapterଓଡିଆ ବାଇବେଲ34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି। See the chapterପବିତ୍ର ବାଇବଲ34 ପୁଣି ସେମାନେ ଆମ୍ଭ ମନ୍ଦିରରେ ସେମାନଙ୍କ ହସ୍ତଦ୍ୱାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ ‘କଳୁଷିତ’ କରିବା ପାଇଁ। See the chapter |