ଯିରିମୀୟ 32:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ‘ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।’ See the chapterପବିତ୍ର ବାଇବଲ (Re-edited) - (BSI)7 ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ଵାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି। See the chapterଓଡିଆ ବାଇବେଲ7 ‘ଦେଖ, ତୁମ୍ଭ ପିତୃବ୍ୟ ଶଲ୍ଲୁମ୍ର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ଆପଣା ପାଇଁ କ୍ରୟ କର; କାରଣ କ୍ରୟ ଦ୍ୱାରା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି।”’” See the chapterପବିତ୍ର ବାଇବଲ7 ‘ହେ ଯିରିମିୟ, ତୁମ୍ଭ ପିତୃବ୍ୟ ଶଲ୍ଲୂମର ପୁତ୍ର ହନନେଲ ତୁମ୍ଭ ନିକଟକୁ ଆସି ଏହି କଥା କହିବ, “ଅନାଥୋତ୍ରେ ମୋର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ ନିଜ ପାଇଁ କ୍ରୟ କର। କାରଣ ତୁମ୍ଭେ ମୋର ଅତି ନିକଟ ସମ୍ପର୍କୀୟ ଓ ତୁମ୍ଭର କ୍ରୟ କରିବାର ସମ୍ପୂର୍ଣ୍ଣ ଅଧିକାର ଅଛି।”’ See the chapter |