ଯିରିମୀୟ 33:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, See the chapterପବିତ୍ର ବାଇବଲ (Re-edited) - (BSI)17 କାରଣ ସଦାପ୍ରଭୁ ଏହି କଥା କହନ୍ତି : ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ See the chapterଓଡିଆ ବାଇବେଲ17 କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, See the chapterପବିତ୍ର ବାଇବଲ17 ଆଉ ସଦାପ୍ରଭୁ କହନ୍ତି, “ଦାଉଦ ବଂଶରୁ ଜଣେ ସର୍ବଦା ଇସ୍ରାଏଲୀୟ ବଂଶର ସିଂହାସନରେ ଉପବିଷ୍ଟ ହେବ। See the chapter |