ଯିରିମୀୟ 34:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)11 ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ। See the chapterଓଡିଆ ବାଇବେଲ11 ମାତ୍ର ତହିଁ ଉତ୍ତାରେ ସେମାନେ ଫେରି ଯେଉଁ ଦାସଦାସୀମାନଙ୍କୁ ମୁକ୍ତ କରି ବିଦାୟ କରି ଦେଇଥିଲେ, ସେମାନଙ୍କୁ ପୁନର୍ବାର ଅଣାଇ ଆପଣାମାନଙ୍କ ଦାସଦାସୀ ହେବା ନିମନ୍ତେ ବଶୀଭୂତ କଲେ। See the chapterପବିତ୍ର ବାଇବଲ11 ମାତ୍ର ତାହାପରେ ସେମାନେ ନିଜ ନିଜ ହୃଦୟ ପରିବର୍ତ୍ତନ କଲେ ଓ ଯେଉଁ ଦାସଦାସୀଙ୍କୁ ମୁକ୍ତ କରିଥିଲେ, ସେମାନଙ୍କୁ ପୁନର୍ବାର ଆଣି ଦାସ୍ୟକର୍ମରେ ନିଯୁକ୍ତ କଲେ। See the chapter |