ଯିରିମୀୟ 34:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। See the chapterପବିତ୍ର ବାଇବଲ (Re-edited) - (BSI)9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;। See the chapterଓଡିଆ ବାଇବେଲ9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। See the chapterପବିତ୍ର ବାଇବଲ9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। See the chapter |