ଯିରିମୀୟ 35:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଆମ୍ଭେମାନେ ତମ୍ଵୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ। See the chapterଓଡିଆ ବାଇବେଲ10 ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’ See the chapterପବିତ୍ର ବାଇବଲ10 ଆମ୍ଭମାନଙ୍କର ପୂର୍ବପୁରୁଷ ଯିହୋନାଦବ୍ଙ୍କର ସମସ୍ତ ଆଜ୍ଞା ଅନୁସାରେ କାର୍ଯ୍ୟ କରି ତମ୍ବୁରେ ବାସ କରୁଅଛୁ। See the chapter |