ଯିରିମୀୟ 36:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା, See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା, See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା, See the chapterପବିତ୍ର ବାଇବଲ1 ଅନନ୍ତର ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା। ଯଥା: See the chapter |