ଯିରିମୀୟ 36:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। See the chapterପବିତ୍ର ବାଇବଲ (Re-edited) - (BSI)15 ତହିଁରେ ସେମାନେ ତାହାକୁକହିଲେ, ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର। ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। See the chapterଓଡିଆ ବାଇବେଲ15 ତହିଁରେ ସେମାନେ ତାହାକୁ କହିଲେ, “ଏବେ ବସି ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତହୁଁ ବାରୂକ ସେମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କଲା। See the chapterପବିତ୍ର ବାଇବଲ15 ତା'ପରେ ସେହି ଅଧିପତିଗଣ ବାରୂକକୁ କହିଲେ, “ଏଠାରେ ବସ, ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ତାହା ପାଠ କର।” ତେଣୁ ବାରୂକ ସେମାନଙ୍କ ସମ୍ବନ୍ଧରେ ତାହା ପାଠ କଲେ। See the chapter |