ଯିରିମୀୟ 38:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା, See the chapterପବିତ୍ର ବାଇବଲ (Re-edited) - (BSI)8 ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା, See the chapterଓଡିଆ ବାଇବେଲ8 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା, See the chapterପବିତ୍ର ବାଇବଲ8-9 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, “ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି। ସେମାନେ ତାହାଙ୍କୁ କୂପରେ ପକାଇ ଅଛନ୍ତି। ସେ ଯେଉଁଠାରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସେଠାରେ ମଲାପରି ଅଛନ୍ତି। କାରଣ ନଗରରେ ଆଉ ରୋଟୀ ନାହିଁ।” See the chapter |