ଯିରିମୀୟ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି। See the chapterପବିତ୍ର ବାଇବଲ (Re-edited) - (BSI)17 ସେମାନେ କ୍ଷେତ୍ର-ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି,କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି। See the chapterଓଡିଆ ବାଇବେଲ17 ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, “ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି। See the chapterପବିତ୍ର ବାଇବଲ17 ସେମାନେ ଶସ୍ୟକ୍ଷେତ୍ର ଜଗୁଆଳି ସଦୃଶ ଯିରୁଶାଲମକୁ ଗ୍ଭରିଆଡ଼େ ଘେରି ରହିଛନ୍ତି। କାରଣ ସଦାପ୍ରଭୁ କହନ୍ତି, ସେମାନେ ଆମ୍ଭର ବିଦ୍ରୋହାଗ୍ଭରିଣୀ ହୋଇଅଛନ୍ତି।” See the chapter |