ଯିରିମୀୟ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ଵାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି। See the chapterଓଡିଆ ବାଇବେଲ30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି। See the chapterପବିତ୍ର ବାଇବଲ30 ଆଉ ତୁମ୍ଭେ ଯେତେବେଳେ ବିନଷ୍ଟ ହେବ ସେତେବେଳେ ତୁମ୍ଭେ କ’ଣ କରିବ? ତୁମ୍ଭେ କାହିଁକି ଲାଲ ରଙ୍ଗର ବସ୍ତ୍ର ପିନ୍ଧୁଛ ଓ ସୁବର୍ଣ୍ଣ ଅଳଙ୍କାରରେ ନିଜକୁ ଭୂଷିତା କରୁଛ? ତୁମ୍ଭେ ବୃଥାରେ ନିଜର ଚକ୍ଷୁରେ ଅଞ୍ଜନ ଦେଇ ନିଜକୁ ସଜାଇଛ ଓ ସୁନ୍ଦର କରୁଅଛ। କାରଣ ଜାରପୁରୁଷମାନେ ମଧ୍ୟ ତୁମ୍ଭକୁ ଘୃଣା କରୁଛନ୍ତି ଓ ତୁମ୍ଭ ପ୍ରାଣ ବିନାଶ କରିବାକୁ ଚେଷ୍ଟା କରୁଛନ୍ତି। See the chapter |