ଯିରିମୀୟ 40:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।” See the chapterପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଅହୀକାମର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ। See the chapterଓଡିଆ ବାଇବେଲ16 ମାତ୍ର ଅହୀକାମ୍ର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, “ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ।” See the chapterପବିତ୍ର ବାଇବଲ16 କିନ୍ତୁ ଅହୀକାମର ପୁତ୍ର ଗଦଲିୟ କାରେହର ପୁତ୍ର ଯୋହାନନ୍କୁ କହିଲେ, “ତୁମ୍ଭେ ଇଶ୍ମାୟେଲକୁ ବଧ କର ନାହିଁ। କାରଣ ତୁମ୍ଭେ ତାଙ୍କ ବିଷୟରେ ଯାହା କହୁଅଛ ତାହା ସତ୍ୟ ନୁହେଁ।” See the chapter |