ଯିରିମୀୟ 40:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଗଲେ। See the chapterଓଡିଆ ବାଇବେଲ8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ। See the chapterପବିତ୍ର ବାଇବଲ8 ଯେଉଁମାନେ ମିସ୍ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇଶ୍ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ। See the chapter |