ଯିରିମୀୟ 43:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ, See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ, See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ, See the chapterପବିତ୍ର ବାଇବଲ1 ଏବଂ ତା'ପରେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଲୋକମାନଙ୍କୁ କ’ଣ କହିବା ପାଇଁ ଗ୍ଭହିଁଥିଲେ, ଯିରିମିୟ ତାହା କହିବା ଶେଷ କରୁ ନ କରୁଣୁ। See the chapter |