ଯିରିମୀୟ 43:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, See the chapterପବିତ୍ର ବାଇବଲ (Re-edited) - (BSI)5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, See the chapterଓଡିଆ ବାଇବେଲ5 ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ, See the chapterପବିତ୍ର ବାଇବଲ5 ମାତ୍ର ସଦାପ୍ରଭୁଙ୍କ ବାକ୍ୟ ମାନିବା ପରିବର୍ତ୍ତେ କାରେହର ପୁତ୍ର ଯୋହାନନ୍ ଓ ସମସ୍ତ ସେନାପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେଉଁ ଲୋକମାନେ ଯିହୁଦାରେ ପ୍ରବାସ କରିବାକୁ ଫେରି ଆସିଥିଲେ, ସେମାନଙ୍କୁ ମିଶରକୁ ନେଲେ। See the chapter |