ଯିରିମୀୟ 44:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। See the chapterପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ର୍ରାଏଲର ପରମେଶ୍ଵର ଏହି କଥା କହନ୍ତି : ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। See the chapterଓଡିଆ ବାଇବେଲ11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା। See the chapterପବିତ୍ର ବାଇବଲ11 “ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ। See the chapter |