ଯିରିମୀୟ 44:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।” See the chapterପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା। See the chapterଓଡିଆ ବାଇବେଲ30 ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।” See the chapterପବିତ୍ର ବାଇବଲ30 ସଦାପ୍ରଭୁ ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିୟକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ,’ ସେହିପରି, ‘ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରିବା।’” See the chapter |